Access Database Tutorial UK

ଗ୍ରେଟ୍ ବ୍ରିଟେନ୍ ଓ ଉତ୍ତର ଆୟାର୍ଲ୍ଯାଣ୍ଡ୍ର ଯୁକ୍ତରାଜ୍ୟ, ବା ସାଧାରଣ ଭାବେ ଯୁକ୍ତରାଜ୍ୟ ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ୍ ଓ ଆୟରଲ୍ୟାାଣ…
ଗ୍ରେଟ୍ ବ୍ରିଟେନ୍ ଓ ଉତ୍ତର ଆୟାର୍ଲ୍ଯାଣ୍ଡ୍ର ଯୁକ୍ତରାଜ୍ୟ, ବା ସାଧାରଣ ଭାବେ ଯୁକ୍ତରାଜ୍ୟ ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ୍ ଓ ଆୟରଲ୍ୟାାଣ୍ଡ୍ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି. ।
  • ରାଜଧାନୀ: London
  • ବୃହତ୍ତମ ସହର: capital
  • ଜାତି (2011): 87.1% White · 7.0% Asian · 3.0% Black · 2.0% Mixed · 0.9% others
  • ଧର୍ମ (2011): 59.5% Christian · 25.7% Irreligious · 4.4% Muslim · 1.3% Hindu · 0.7% Sikh · 0.4% Jewish · 0.4% Buddhist · 0.4% Other · 7.2% Unknown
  • ଜାତୀୟତା: British · Briton · Irish (Northern Ireland only)
  • Constituent countries: England · Scotland · Wales · Northern Ireland
  • Government: Unitary parliamentary · constitutional monarchy
ଠାରୁ ଡାଟା: or.wikipedia.org